Loading...

ଆଜିଠୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ

ଆଜିଠୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଭୁବନେଶ୍ୱର ପକ୍ଷରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେଉଛି ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଭୁବନେଶ୍ୱର ପକ୍ଷରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେଉଛି । ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟରେ ୩୧୩ଟି ବ୍ଲକରେ ୩୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି । ସେହିପରି ଓଡ଼ିଶା ଖଣି ନିଗମ ଅନ୍ତର୍ଗତ ଖଣି ଅଞ୍ଚଳରେ ପାଞ୍ଚଟି ଖଣି ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି । ଏହି ସବୁ ବିଦ୍ୟାଳୟ ମାନଙ୍କରେ CBSE ଆଧାରରେ ଶିକ୍ଷାଦାନ ହେଉଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.