Loading...

ନ୍ୟୁଜ୍

୩  ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍‌ଡେଟ୍‌

ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍‌ଡେଟ୍‌ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।

ଦୁବାଇରେ ଅଟକ ‘ମହାଦେବ ଆପ୍‌’ର ମାଲିକ ରବି ଉପ୍ପଲ

‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍‌ପୋଲ୍‌’ ଜାରି କରିଥିବା ‘ରେଡ୍‌ ନୋଟିସ୍‌’ ଆଧାରରେ ‘ମହାଦେବ ଅନ୍‌ଲାଇନ୍‌ ବେଟିଙ୍ଗ୍‌ ଆପ୍‌’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।

ଶ୍ରୀଲିଙ୍ଗରାଜ ମନ୍ଦିରରେ ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳୁ ମିଳିବ ଅବଢ଼ା

ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍‌ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।

ଫେବୃୟାରୀ ୧୫ରୁ ଆରମ୍ଭ ହେବ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହେବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୧୩ରେ ଓ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ରେ ଶେଷ ହେବ।

ଠକେଇ ମାମଲାରେ ଜରିନ ଖାନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଏକ କୋର୍ଟ ସୋମବାର ନରକେଲଡଙ୍ଗା ପୁଲିସ ଷ୍ଟେସନରେ ପଞ୍ଜୀକୃତ ହୋଇଥିବା ଏକ ଠକେଇ ମାମଲାରେ ବଲିଉଡ ଅଭିନେତ୍ରୀ ଜରିନ ଖାନଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି।

ସୋସିଆଲ ମିଡିଆରେ ଋଣ ଛାଡ଼ ଦାବି କରାଯାଉଥିବାନେଇ ବିଭ୍ରାନ୍ତୀକର ବିଜ୍ଞାପ‌ନକୁ ନେଇ ଚିନ୍ତାରେ ରିଜର୍ଭ ବ୍ୟାଙ୍କ

କେତେକ ବିଭ୍ରାନ୍ତୀକର ବିଜ୍ଞାପ‌ନରେ ଋଣ ଛାଡ଼ ଦାବି କରାଯାଉଥିବାକୁ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ ଚିନ୍ତା ପ୍ରକଟ କରିବା ସହ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି।

>