ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କଲା ପୋଲିସ
ଇମ୍ପସିବଲ୍ ହେଲା ପସିବଲ୍ । କମିଶନରେଟ୍ ପୋଲିସର ମିସନ୍ ଇମ୍ପସିବଲ୍ । ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କରିଛି ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ଖୋକନ ମୋଲ୍ଲା ଓ ମୀରଜୁଲା ରେହମାନ ମୋଲ୍ଲା । ବାଙ୍ଗଲୋରରୁ ଏହି ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି ।