Loading...

ନ୍ୟୁଜ୍

ଶସ୍ତା ହେବକି ସିନେମା ଟିକେଟ!!!!

ଶସ୍ତା ହେବକି ସିନେମା ଟିକେଟ!!!!

ଚଳିତବର୍ଷ ଲଗାତାର ବଲିଉଡ ଫିଲ୍ମ ଫ୍ଲପ୍‌ ହେବା ପରେ ଚିନ୍ତାରେ ପଡିଛନ୍ତି ହଲ ମାଲିକ। ଖାଲି ହଲ ମାଲିକ ନୁହେଁ, ଫିଲ୍ମ ପ୍ରଡ୍ୟୁସର, ଡିଷ୍ଟ୍ରିବ୍ୟୁଟର୍ସଙ୍କ ଚିନ୍ତା ମଧ୍ୟ ବଢି ଯାଇଛି। ଫିଲ୍ମ ଫ୍ଲପ୍‌ ହେବା କାରଣରୁ ଅଧିକ ସଂଖ୍ୟକ ଦର୍ଶକ ହଲ୍‌କୁ ଆସୁ ନାହା

ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ବ୍ରତ

ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ବ୍ରତ

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ବର୍ତ ଆରମ୍ଭ ହୋଇଛି । ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସରେ ଶ୍ରୀଜିଉଙ୍କ ଏହି ବେଶ କରାଯାଏ ।

ଆଜି ଧରାଧାମରୁ ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା

ଆଜି ଧରାଧାମରୁ ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା

ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ବ୍ୟାପକ ଆୟୋଜନ । ଘଣ୍ଟ ଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ବିନ୍ ସିଟି ।

ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବର୍ଷାର ପରିମାଣ କମିଥିଲେ ମଧ୍ୟ ଆଜି ଓ ଆସନ୍ତାଗକାଲି ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସ୍ଥିତି ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାନବମୀ ଓ ପୀଠରେ ଦଶମୀ ପୂଜା

ଆଜି ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାନବମୀ ଓ ପୀଠରେ ଦଶମୀ ପୂଜା

:ଧରାବତରଣ କରିଛନ୍ତି ମାଆ ଦୁର୍ଗତିନାଶିନୀ । ଆଜି ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାନବମୀ ପୂଜା । ଘଣ୍ଟ, ଘଣ୍ଟି, ଶଙ୍ଖଧ୍ୱନି ଓ ବ୍ରାହ୍ମଣଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ ।

ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷା

ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷା

ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।

ଆଖିବୁଜିଲେ ‘ଓସ୍କାର’ ନେବାକୁ ମନା କରିଥିବା ହଲିଉଡ ଅଭିନେତ୍ରୀ ସାଚିନ ଲିଟଲଫେଦର୍‌

ଆଖିବୁଜିଲେ ‘ଓସ୍କାର’ ନେବାକୁ ମନା କରିଥିବା ହଲିଉଡ ଅଭିନେତ୍ରୀ ସାଚିନ ଲିଟଲଫେଦର୍‌

୧୯୭୩ରେ ଲିଟଲ୍‌ଫେଦର ତାଙ୍କ ଓସ୍କାର ପୁରସ୍କାର ଗ୍ରହଣ କରିବାକୁ ପହଞ୍ଚିଥିଲେ। ହେଲେ ମଞ୍ଚ ଉପରେ ଆମେରିକୀୟମାନଙ୍କ ସମସ୍ୟା ଉପରେ ମାତ୍ର ୧ମିନିଟ୍ କହିବାକୁ ତାଙ୍କୁ ସୁଯୋଗ ମିଳିଥିଲା। ଏହାକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିସହ ଓସ୍କାର ପୁରସ୍କାରକୁ ନେବାକୁ ସେ ସିଧାସଳଖ ମନା କରିଦେଇଥିଲେ।

>