ସନ୍ତାନର ପିତାମାତା ହେଲେ ପ୍ରିୟଙ୍କା ଚୋପ୍ରା ଓ ନିକ୍ ଜୋନାସ୍
‘ସରୋଗେସି’ ଜରିଆରେ ସେ ଓ ତାଙ୍କ ସ୍ବାମୀ ନିକ୍ ଜୋନାସ୍ ଗୋଟିଏ ସନ୍ତାନର ପିତାମାତା ହୋଇଥିବା କଥା ଶୁକ୍ରବାର ରାତିରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।
Loading...
‘ସରୋଗେସି’ ଜରିଆରେ ସେ ଓ ତାଙ୍କ ସ୍ବାମୀ ନିକ୍ ଜୋନାସ୍ ଗୋଟିଏ ସନ୍ତାନର ପିତାମାତା ହୋଇଥିବା କଥା ଶୁକ୍ରବାର ରାତିରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।
ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ତଥା ନୂଆଦିଲ୍ଲୀସ୍ଥିତ ‘ନାସନାଲ୍ ଗ୍ୟାଲେରି ଅଫ୍ ମଡର୍ଣ୍ଣ ଆର୍ଟ’ର ମହାନିର୍ଦ୍ଦେଶକ ଅଦ୍ବୈତ ଗଡ଼ନାୟକ ଏହାକୁ ନିର୍ମାଣ କରିବେ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପୁଣିଥରେ ୟୁ-ଟ୍ୟୁବ୍ ପାଠପଢ଼ା ଆରମ୍ଭ ହେବ। ଆସନ୍ତା ୨୭ ତାରିଖଠାରୁ ଛାତ୍ରଛାତ୍ରୀ ପୂର୍ବଭଳି ୟୁ-ଟ୍ୟୁବ୍ରେ କ୍ଲାସ କରିପାରିବେ।
ଉତ୍ତର ଦିଗରୁ ପଶ୍ଚିମା ଝଡ଼ ଏବେ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ପାଗରେ ପରିବର୍ତ୍ତନ ଘଟିଛି।
ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି ପ୍ରାର୍ଥୀମାନଙ୍କର ନାମାଙ୍କନ ଦାଖଲ ପ୍ରକ୍ରିୟା । ଆଉ ଆଜି ସୁଦ୍ଧା କେଉଁ ପଦ ପାଇଁ କେତେ ପ୍ରାର୍ଥୀ ନୋମିନେସନ୍ ଭରିଛନ୍ତି ସେନେଇ ବିସ୍ତୃତ ତଥ୍ୟ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ।
ଜାତୀୟ କମ୍ୟୁନିକେସନ ଗାଇଡଲାଇନ ଓ ସରକାରୀ ନିର୍ଦ୍ଦେଶ ସତ୍ତ୍ୱେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍ ଲିକ୍ ହେଉଥିବା ଖବର ମିଳୁଛି।
ଇଣ୍ଡିଆ ଗେଟ୍ରୁ ଅମର ଯବାନ ଜ୍ୟୋତିକୁ ସ୍ଥାନାନ୍ତର କରାଯାଇଛି। ଜାତୀୟ ଯୁଦ୍ଧ ସ୍ମାରକୀରେ ଅମର ଯବାନ ଜ୍ୟୋତିର ବିଲୟ ହୋଇଛି।
ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ଯୁବବର୍ଗଙ୍କ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି କଂଗ୍ରେସ । ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି ।