ଗଣତନ୍ତ୍ର ଦିବସରେ ଜାଣନ୍ତୁ ଦେଶର ଶତ୍ରୁ ସହ ଲଢିଥିବା ଏହି ବୀରଙ୍କ କାହାଣୀ ଯାହାକି ବଲିଉଡରେ ଫିଲ୍ମ ରୂପରେ
ଆପଣ ଜାଣିଛନ୍ତି ପ୍ରତିବର୍ଷ ଗଣତନ୍ତ୍ର ଦିବସ ଅବସରରେ ଅନେକ ଚଳଚ୍ଚିତ୍ର ମୁକ୍ତିଲାଭ କରିଥାଏ।
Loading...
ଆପଣ ଜାଣିଛନ୍ତି ପ୍ରତିବର୍ଷ ଗଣତନ୍ତ୍ର ଦିବସ ଅବସରରେ ଅନେକ ଚଳଚ୍ଚିତ୍ର ମୁକ୍ତିଲାଭ କରିଥାଏ।
ଗଣତନ୍ତ୍ର ଦିବସରେ ଉତ୍ତରାଖଣ୍ଡ, ହିମାଚଳ ଓ ଲଦାଖର ୧୫ ହଜାର ଫୁଟ ଉଚ୍ଚରେ ମୁତୟନ ହୋଇଥିବା ଯବାନଙ୍କ ମଧ୍ୟରେ ବେଶ୍ ଜୋଶ ଦେଖିବାକୁ ମିଳିଛି ।
ରାଜ୍ୟରେ ପୁଣି ବଢିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ସ୍ଵାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି, କୋଭିଡର କେବେ ବି ଅନ୍ତ ହେବ ନାହିଁ।
ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଣ୍ଡରେ ଉତ୍ତରାଖଣ୍ଡର ସଂସ୍କୃତି ଅନୁସାରେ ମୁଣ୍ଡରେ ପାରମ୍ପରିକ ଟୋପି ପିନ୍ଧିଛନ୍ତି।
ରାଜ୍ୟରେ ବୁଧବାର ଘନ କୁହୁଡି ଅନୁଭୂତ ହେବ । କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଚିହ୍ନ ଧରି ପ୍ରଚାରକୁ ଓହ୍ଲାଇଲେ ପ୍ରାର୍ଥୀ । ରାତାରାତି ଛକ ବଜାରରେ ଲାଗିଯାଇଛି ଚିହ୍ନ ସହ ପ୍ରାର୍ଥୀଙ୍କ ବ୍ୟାନର ।
ଆସନ୍ତା ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ତେବେ ଏହି ଅଧିବେଶନ କାଳରେ ଭିନ୍ନ ଭିନ୍ନ ସିଫ୍ଟରେ ଲୋକସଭା ଓ ରାଜ୍ୟସଭା ଚାଲିବ ।
ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ। ନୂଆଦିଲ୍ଲୀର ଜାତୀୟ ରାଜପଥରେ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।