ପ୍ରଚଣ୍ଡ ଖରାରେ ଶିଝୁଛି ଓଡିଶା, ୩ ଦିନ ପାଇଁ କିଛି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି
ଆସନ୍ତାକାଲିଠୁ ୩ ଦିନ ପାଇଁ କିଛି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୫ ତାରିଖ ପାଇଁ ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି ହୋଇଛି ।