ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଓଡ଼ିଶାର ପିଛା ଛାଡୁନି ପଶ୍ଚିମା ଝଡ । ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଓଡ଼ିଶାର ପିଛା ଛାଡୁନି ପଶ୍ଚିମା ଝଡ । ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ୧୧ ତାରିଖରେ ବର୍ଷାର ପରିମାଣ ବଢିବ । ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଏଭଳି ପାଗ ସୃଷ୍ଟି ହୋଇଛି । ବର୍ଷା ସହିତ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ପଡ଼ିବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।