EnewsOdia.Com

ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ

ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ। ତା ସାଙ୍ଗକୁ କେତେକ ସ୍ଥାନରେ ବର୍ଷା ହେଉଛି। ଆହୁରି ୨ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡି ଲାଗି ରହିବ। ତେବେ ୧୦ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ହେବ। ବର୍ଷା କମିବା ସହ ପୁଣି ଶୀତ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାତିର ତାମପାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଗତକାଲି ଦାରିଙ୍ଗବାଡିରେ ସର୍ବାଧିକ ୧୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା

ହାର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେଉଛି। ଆଜି ଓ ଆସନ୍ତାକାଲି କୋହଲା ପାଗ ସାଙ୍ଗକୁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବ। ଦିନରେ ତାପମାତ୍ରା ସ୍ୱାଭାବିକ ରହିବା ସହ ରାତିର ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି।

ପଢନ୍ତୁ: ନାବାଳକକୁ ଗାଡି ଚାଳନା ପଡିଲା ମହଙ୍ଗା

ସମ୍ବନ୍ଧିତ ଖବର

କାଳିଆ ଦୁଆରେ ଭିକ ମାଗୁଛନ୍ତି, କୋଠା ଘରେ ରାତି କାଟୁଛନ୍ତି

Ratnamani Maharana

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ହଂସରାଜ ଭାରଦ୍ୱାଜ୍

Ratnamani Maharana

ସୁଦର୍ଶନଙ୍କ ବାଲୁକା କଳାରେ ବାଗଦାଦିର ମୃତ୍ୟୁ

Ratnamani Maharana

ଏବେ ଦୁଇରୁ ଅଧିକ ସନ୍ତାନ ଥିଲେ ମିଳିବନି ସରକାରୀ ଚାକିରି

Ratnamani Maharana

ଓଡିଶାରେ ଆଉଜଣେ କରୋନା ରୋଗୀ ଚିହ୍ନଟ

Ratnamani Maharana

ଆଜି ଅଯୋଧ୍ୟାରେ ହେବ ଦୀପୋତ୍ସବ, ୫ ଲକ୍ଷ ୫୧ ହଜାର ଦୀପ ଲଗାଯାଇ କରାଯିବ ବିଶ୍ୱରେକର୍ଡ

Ratnamani Maharana