News

୨୭ ଯାଏ ପ୍ରବଳ ବର୍ଷା

ସକ୍ରିୟ ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ପୁଣିଥରେ ସକ୍ରିୟ ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହା ପ୍ରଭାବରେ ଓଡ଼ିଶା ସମେତ ଛତିଶଗଡ଼, ବିହାର, ଝାଡ଼ଖଣ୍ଡ, ବିହାର, ଆସାମ ଓ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଫଳରେ ଆସନ୍ତାକାଲିଠାରୁ ହିଁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗିରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ମଧ୍ୟ ରହିଛି।

ପଢନ୍ତୁ : ଅଗଷ୍ଟ ୧୫ ରେ ପୁଣି ଦୁଇଟି ହିନ୍ଦୀ ସିନେମାଭିତରେ ହେବ ଜବରଦସ୍ତ ଟକ୍କର

Related posts

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ଶୁଭ ଉଦଘାଟନ କରିବେ

ENO Beuro

ଅନିଲ ଆମ୍ବାନୀକୁ ଆର୍ଥିକ ସାହାର୍ଯ୍ୟ କରି ଗିରଫରୁ ବଞ୍ଚାଇଲେ ମୁକେଶ ଆମ୍ବାନୀ

Ratnamani Moharana

ସାରା ଭାରତରେ ରେକର୍ଡ ଭାଙ୍ଗିଲା ଡିଜେଲ୍ ଦର ଲିଟର ପିଛା ମୂଲ୍ୟ ୬୯ ଟଙ୍କା ୪୦ ପଇସା

ENO Beuro

Leave a Comment