30.1 C
Bhubaneswar
October 22, 2021
EnewsOdia.Com
ନ୍ୟୁଜ୍

ମିଳିଲା ଓଡ୍ରାଫ କର୍ମଚାରୀ ସୀତାରାମଙ୍କ ମୃତଦେହ

ଅକାତକାତ ପାଣି ଭିତରୁ ଲୋକଙ୍କ ଜୀବନକୁ ଟାଣି ଆଣୂଥିବା ଲୋକ ଆଜି ସେଇ ପାଣି ଭିତରେ ହଜିଗଲା। ଯାହା ନାଁରେ ରହିଛିପାଣି ଭିତରୁ ଅତି ଦକ୍ଷତାର ସହିତ ପାଖାପାଖି ୫ଶହ ଲୋକଙ୍କୁ ଉଦ୍ଧାର କରିବାର ରେକର୍ଡ।  ଯେଉଁଥିପାଇଁ କେହି ସୀତାରାମଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ମୃତଦେହକୁ କଖଡି ମହାଳପଡାରୁ ଉଦ୍ଧାର କରାଯାଇଛି । ତେବେ  ପ୍ରଥମେ ସକାଳୁ ଗୋଟିଏ ମୃତଦେହ ଉଦ୍ଧାର ହୋଇଥିଲା । ତାକୁ ସୀତାରାମହ୍କ ମୃତଦେହ ବୋଲି ସନ୍ଦେହ କରାଯାଉଥିଲା । ହେଲେ ପରେ ପରିବାର ମୃତଦେହକୁ ଚିହ୍ନଟ କରିପାରିନଥିଲେ । ଏହାପରେ ଏବେ ମୃତଦେହକୁ କଖଡି ମହାଳପଡାରୁ ଉଦ୍ଧାର କରାଯାଇଛି ।

ପାଣି ଭିତରୁ ଅତି ଦକ୍ଷତାର ସହିତ ପାଖାପାଖି ୫ଶହ ଲୋକଙ୍କୁ ଉଦ୍ଧାର କରିବାର ରେକର୍ଡ ତାଙ୍କ ନାଁରେ ରହିଛି । ସୀତାରାମଙ୍କ ଘର ମୟୂରଭଞ୍ଜରେ ହୋଇଥିବାବେଳେ ସେ କଟକ ଚାଉଳିଆଗଞ୍ଜରେ ରହୁଥିଲେ । ପରିବାର କହିଲେ ତାଙ୍କ ସ୍ତ୍ରୀ, ୧୨ ବର୍ଷର ପୁଅ ଓ ୪ ବର୍ଷର ଝିଅ ଅଛନ୍ତି । ଓଡ୍ରାଫର ଜଣେ ଦକ୍ଷ ବୁଡାଳିଙ୍କ ପାଣିରେ ବୁଡି ମୃତ୍ୟୁ ଘଟଣାରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି ।

 

ପଢନ୍ତୁ: ସୀତାରାମ ମୁର୍ମୁଙ୍କ ଶରୀର ମିଳିନାହିଁ ବୋଲି କହିଲେ ସ୍ୱତନ୍ତ୍ର ରିଲିଫ୍ କମିସନର୍

Related posts

ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ପଛୁଆ ବର୍ଗର ଲୋକଙ୍କୁ ପ୍ରାର୍ଥୀ କରିବ ବିଜେଡି

Ratnamani Maharana

୧୯ରୁ ମାଟ୍ରିକ୍‌ ପରୀକ୍ଷା, ନୋଡାଲ ସେଣ୍ଟର୍‌କୁ ଗଲା ମାଟ୍ରିକ୍ ପ୍ରଶ୍ନପତ୍ର

Ratnamani Maharana

ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More