ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବଢ଼ିଲା ଓମଫେଡ୍ କ୍ଷୀର ଦର ାକୃଷକଙ୍କ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୋଖାଦ୍ୟ ଓ ଗୋଚାରାର ମୂଲ୍ୟ, ଔଷଧ, ଇନ୍ଧନ ମୂଲ୍ୟ ଏବଂ ପ୍ୟାକେଜିଂ ସାମଗ୍ରୀର ମୂଲ୍ୟରେ ଅହେତୁକ ବୃଦ୍ଧି ଯୋଗୁ କମ୍ପାନୀ ଏହାର ତରଳ ଦୁଗ୍ଧ (୫୦୦ ମିଲି) ମୂଲ୍ୟରେ ୨ ଟଙ୍କା ବୃଦ୍ଧି କରିଛି କମ୍ପାନୀ।
ବଢ଼ିଲା ଓମଫେଡ୍ କ୍ଷୀର ଦର ାକୃଷକଙ୍କ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୋଖାଦ୍ୟ ଓ ଗୋଚାରାର ମୂଲ୍ୟ, ଔଷଧ, ଇନ୍ଧନ ମୂଲ୍ୟ ଏବଂ ପ୍ୟାକେଜିଂ ସାମଗ୍ରୀର ମୂଲ୍ୟରେ ଅହେତୁକ ବୃଦ୍ଧି ଯୋଗୁ କମ୍ପାନୀ ଏହାର ତରଳ ଦୁଗ୍ଧ (୫୦୦ ମିଲି) ମୂଲ୍ୟରେ ୨ ଟଙ୍କା ବୃଦ୍ଧି କରିଛି କମ୍ପାନୀ।ଏପ୍ରିଲ୍ ୧ରୁ ନୂଆ ଦର ଲାଗୁ ହେବ।
ସୂଚନାନୁସାରେ, ଓମ୍ଫେଡ୍ର ୫୦୦ ଏମ୍ଏଲ୍ ଟୋନ୍ଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ବୃଦ୍ଧି ପାଇ ୨୩ ଟଙ୍କା ହୋଇଥିବା ବେଳେ ପ୍ରିମିୟମ୍ କ୍ଷୀର ଦାମ୍ ୨୪ ଟଙ୍କାରୁ ୨୬ ଟଙ୍କାକୁ, ଗୋଲ୍ଡ କ୍ଷୀର ମୂଲ୍ୟ ୨୪ ଟଙ୍କାରୁ ୨୬ ଟଙ୍କାକୁ ଓ ଚା’ ସ୍ପେସିଆଲ୍ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ବୃଦ୍ଧି ପାଇ ୨୫ ଟଙ୍କା ହୋଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।