ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ଲୁକଆଉଟ ସର୍କୁଲାର ଜାରି କଲା କମିଶନରେଟ ପୋଲିସ ।
କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ଲୁକଆଉଟ ସର୍କୁଲାର ଜାରି କଲା କମିଶନରେଟ ପୋଲିସ ।ସୌରିନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ରହିଛି । ଏହାକୁ ନେଇ ପୂର୍ବରୁ ଆଗୁଆ ଜାମିନ ଖାରଜ କରିଛନ୍ତି ହାଇକୋର୍ଟ । ଏହାପରେ ସୌରିନଙ୍କୁ ଖୋଜିବା ପାଇଁ ୩ ଜଣିଆ ଟିମ କଟକରୁ କୋଲକାତାକୁ ଯାଇଥିଲେ । ସେଠାରେ କୋଲକାତା ପୋଲିସର ସହାୟତାରେ ରେଡ କରିଥିଲେ, କିନ୍ତୁ କୌଣସି ସୁରାଗ ନପାଇ ଖାଲି ହାତରେ ଫେରିଛି ପୋଲିସ ।କଲିକତାର ତିନୋଟି ସ୍ଥାନରେ ସୌରିନଙ୍କୁ ଖୋଜିବାକୁ ପ୍ରୟାସ କରିଥିଲା ପୋଲିସ ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।