ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆସନ୍ତାକାଲି ଗୁରୁବାର ଶେଷ ହେବ ଭାରତର ଅପରେସନ ଗଙ୍ଗା। ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଭାରତୀୟଙ୍କୁ ଉଦ୍ଧାର ଅଭିଯାନ ଶେଷ ହେବ । ୟୁକ୍ରେନରେ ଫସି ରହିଥିବା ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ଭାରତ ସରକାର ଅପରେସନ ଗଙ୍ଗା ଆରମ୍ଭ କରିଥିଲେ ।
ଆସନ୍ତାକାଲି ଗୁରୁବାର ଶେଷ ହେବ ଭାରତର ଅପରେସନ ଗଙ୍ଗା। ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଭାରତୀୟଙ୍କୁ ଉଦ୍ଧାର ଅଭିଯାନ ଶେଷ ହେବ । ୟୁକ୍ରେନରେ ଫସି ରହିଥିବା ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ଭାରତ ସରକାର ଅପରେସନ ଗଙ୍ଗା ଆରମ୍ଭ କରିଥିଲେ । ସ୍ୱତନ୍ତ୍ର ବିମାନରେ ଭାରତୀୟ ନାଗରିକଙ୍କୁ ୟୁକ୍ରେନରୁ ଫେରାଇ ଅଣାଯାଉଥିଲା।
ଏନଡିଟିର ରିପୋର୍ଟ ଅନୁସାରେ ୟୁକ୍ରେନରୁ ସରକାରୀ ଦଳର ଫେରିବା ପ୍ରକ୍ରିୟା ଶୀଘ୍ର ଆରମ୍ଭ ହେବ। ଗୁରୁବାର ସଂଧ୍ୟା ସୁଦ୍ଧା ଅପରେସନ ଗଙ୍ଗା ଅଧିନରେ ଶେଷ ଉଡାଣ ଭରିବ। ଫେବ୍ରୁଆରୀରେ ରୁଷ-ୟୁକ୍ରେନ ଯୁଦ୍ଧ ପରେ ସରକାର ପ୍ରାୟ ୧୮ ହଜାର ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଫେରାଇ ଆଣିଛନ୍ତି । ଏଥିରେ ଅଧିକାଂଶ ଡାକ୍ତରୀ ଛାତ୍ରଛାତ୍ରୀ ଥିଲେ। ସୁମୀରେ ଫସିଥିବା ପ୍ରାୟ ୭୦୦ ଛାତ୍ରଛାତ୍ରୀଙ୍କ ଶେଷ ଗ୍ରୁପ୍ ୟୁକ୍ରେନର ପଶ୍ଚିମ ରାସ୍ତାରେ ଅଛନ୍ତି । ସୀମା ପାର ହେବା ପରେ ବିମାନ ଭାରତ ପାଇଁ ଶେଷ ଉଡାଣ ଭରିବ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।