ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ଏହି ସବୁ ଦିଗପ୍ରତି ଦିଅନ୍ତୁ ଧ୍ୟାନ
ଅନେକଙ୍କ ପାଖରେ ଟ୍ୟାଲେଣ୍ଟ ଥାଇ ସୁଦ୍ଧା ବେଳେବେଳେ କେତେକ ସ୍ଥାନରେ ଫେଲ୍ ହୋଇଥାନ୍ତି। ବିଶେଷକରି ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ମନରେ ଭୟ ରହିଥାଏ।
Loading...
ଅନେକଙ୍କ ପାଖରେ ଟ୍ୟାଲେଣ୍ଟ ଥାଇ ସୁଦ୍ଧା ବେଳେବେଳେ କେତେକ ସ୍ଥାନରେ ଫେଲ୍ ହୋଇଥାନ୍ତି। ବିଶେଷକରି ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ମନରେ ଭୟ ରହିଥାଏ।
ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍ ସୁଫଳ ମିଳିଥାଏ।
ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ।
ଓଡ଼ିଶାର ବରପୁତ୍ର ଙ୍କୁ ବି ଛାଡ଼ିଲେନି । ରିଲ୍ସ କରିବାର ସବୁ ସୀମା ଟପିଗଲେ ଯୁବକ । କେନ୍ଦ୍ରାପଡ଼ା ରାଜନଗରର ଜଣେ ଛାତ୍ର ବିଜୁବାବୁଙ୍କ ଷ୍ଟାଚ୍ୟୁ ସହିତ ରିଲସ୍ କରୁଥିବାର ଚିତ୍ର ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ।
ହସ୍ପିଟାଲ୍ ଓ ଶିକ୍ଷାନୁଷ୍ଠାନଗୁଡ଼ିକୁ ୟୁପିଆଇରେ କରାଯାଉଥିବା ପେମେଣ୍ଟ୍ ସୀମାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ୧ ଲକ୍ଷ ଟଙ୍କାରୁ ବଢ଼ାଇ ୫ ଲକ୍ଷ ଟଙ୍କା କରିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଆଜି ଏହି ଘୋଷଣା କରିଛନ୍ତି।
ଆଜି ବର୍ଷୀୟାନ୍ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।
ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଯୌନ ନିର୍ଯାତନା ମାମଲାରେ ସୌରିନଙ୍କ ବିରୋଧରେ ଏନବିଡବ୍ଲୁ ଜାରି କରିବା ଆବେଦନକୁ ଗ୍ରହଣ କରିଛନ୍ତି କୋର୍ଟ।
ନିଜ କଂପାନିର ବିମାନରେ ସିଟ୍ ନମିଳିବାରୁ ସେ ପ୍ରତିଦ୍ବନ୍ଦ୍ବୀ କଂପାନିର ବିମାନରେ ଯାତ୍ରା ଏୟାର ଏସିଆର ସିଇଓ ଟୋନି ଫର୍ଣ୍ଣାଡିସ୍। ସୁଲଭ ମୂଲ୍ୟରେ ଏୟାର ଏସିଆ ଯାତ୍ରୀଙ୍କୁ ବିମାନ ସେବା ପ୍ରଦାନ କରୁଥିବା ବିମାନର ସିଟ ଫୁଲ୍ ଥିବାରୁ ସିଙ୍ଗାପୁର ଏୟାରଲାଇନ୍ସରେ ଯାତ୍ରା କରି ନିଜର ଫୋଟୋ ଶେୟର କରି ଚର୍ଚ୍ଚାରେ ଟୋନି।ସେ ଇକୋନମି ଶ୍ରେଣୀରେ ଯାତ୍ରା କରିଛନ୍ତି।
ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ପୁରୀକୁ ଭକ୍ତମାନଙ୍କ ସୁଅ ଛୁଟିବ। ତେଣୁ ଭିଡ଼ ନିୟନ୍ତ୍ରଣ ଓ ଭକ୍ତଙ୍କ ସୁଗମ ଦର୍ଶନ ପାଇଁ ଆଜି ନୀତି ସବ୍କମିଟି ବୈଠକରେ କିଛି ନୀତିର ସମୟ ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା।
ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ଶ୍ରୀମନ୍ଦିରକୁ ଆସିବା ନେଇ ଗତ ୨ମାସ ତଳେ ପ୍ରୟାସ ଆରମ୍ଭ କରାଯାଇଥିଲା। ଜାନୁୟାରୀ ୧ ତାରିଖଠାରୁ ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ଥିମଧ୍ୟରେ ଆଉ ଏକ ଖବରନୁସାରେ ଜାନୁୟାରୀ ୧ରୁ ଶ୍ରୀମନ୍ଦିର ପରିସରରେ ପାନ ଓ ଗୁଟ୍ଖା ସେବନ ଉପରେ କଟକଣା ଜାରି କରାଯାଇଛି।
ସୂର୍ଯ୍ୟ ମିଶନରେ ଯାଇଥିବା ମହାକାଶ ଯାନ ଆଦିତ୍ୟ ଏଲ୍-୧ ସୂର୍ଯ୍ୟଙ୍କର ପ୍ରଥମ ସମ୍ପୂର୍ଣ୍ଣ ଫଟୋ ଉତ୍ତୋଳନ କରିଛି। ଏହି ଫଟୋ ୨୦୦ରୁ ୪୦୦ ନାନୋମିଟର ଓ୍ବେଭ୍ଲେଙ୍ଗ୍ଥକୁ କଭର କରିଛି।
ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ପ୍ରଥମେ ନିମନ୍ତ୍ରଣ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।