ଆରପାରିରେ ଲୋକପ୍ରିୟ ଟିଭି ସୋ’ ସିଆଇଡିର ଇନ୍ସପେକ୍ଟର ଫ୍ରେଡିକ୍ସ
ଲୋକପ୍ରିୟ ଶୋ CIDରେ ଇନ୍ସପେକ୍ଟର ଫ୍ରେଡିକ୍ସ ଚରିତ୍ରରେ ଅଭିନୟ କରୁଥିବା ଦୀନେଶ ଫଡ଼ନୀସ ଆଉ ନାହାନ୍ତି । କିଛି ଦିନ ହେଲା ହାର୍ଟ ଆଟାକ୍ ଆସିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହେଇଥିଲେ । ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।