Loading...

ଗ୍ରୀଷ୍ମ ପ୍ରବାହ ପାଇଁ କାଲିଠାରୁ ମଇ ୨ ଯାଏ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ କ୍ଲାସ୍ ବନ୍ଦ

ଗ୍ରୀଷ୍ମ ପ୍ରବାହ ପାଇଁ କାଲିଠାରୁ ମଇ ୨ ଯାଏ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ କ୍ଲାସ୍ ବନ୍ଦ

ଆସନ୍ତାକାଲିଠାରୁ ମଇ ୨ ତାରିଖ ଯାଏ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ କ୍ଲାସ୍ ବନ୍ଦ ରହିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଦୃଷ୍ଟିରୁ କାଲିଠାରୁ ୟୁଜି/ପିଜି କ୍ଲାସ ବନ୍ଦ ରହିବ। ତେବେ ପରୀକ୍ଷା, ମୂଲ୍ୟାୟନ ଆଦି ଜାରି ରହିବ।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲରୁ ୨୬ରୁ ୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ଘରୋଇ ଓଡ଼ିଆ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଲାଗି ଏହି ନିୟମ ଲାଗୁ ହୋଇଛି। ମାତ୍ର ଏହି ସମୟ ମଧ୍ୟରେ ଦଶମ ଓ ଯୁକ୍ତ୨ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ମୁତାବକ ଅନୁଷ୍ଠିତ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଆଜି ବିଭାଗ ଅଧୀନ ସମସ୍ତ ନିର୍ଦେଶାଳୟକୁ ଅବଗତ କରାଇଥିଲେ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.