୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଆଗକୁ ସାଧାରଣ ନିର୍ବାଚନ ଆସୁଛି । ପ୍ରମୁଖ ରାଜନୈତିକ ଦଳ ଗୁଡ଼ିକ ନିଜ ନିଜର ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଭୋଟରଙ୍କ ନିକଟତର ହେବାକୁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ତେବେ ରାଜ୍ୟରେ କଂଗ୍ରେସକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରଦେଶ କଂଗ୍ରେସ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି ।
ଆଗକୁ ସାଧାରଣ ନିର୍ବାଚନ ଆସୁଛି । ପ୍ରମୁଖ ରାଜନୈତିକ ଦଳ ଗୁଡ଼ିକ ନିଜ ନିଜର ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଭୋଟରଙ୍କ ନିକଟତର ହେବାକୁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ତେବେ ରାଜ୍ୟରେ କଂଗ୍ରେସକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରଦେଶ କଂଗ୍ରେସ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି । ଆସନ୍ତା ଫେବୃଆରୀରେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀଙ୍କୁ ଆଣି ବିଶାଳ ସମାବେଶ ପାଇଁ ଯୋଜନା ଥିବା ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।ପ୍ରଦେଶ କଂଗ୍ରେସ ପକ୍ଷରୁ ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ଓଡ଼ିଶାରେ ଶେଷ ପର୍ଯ୍ୟାୟରେ ଜାରି ରହିଛି । ଏହାପରେ ହାଥ୍ ସେ ହାଥ୍ ଯୋଡ଼ୋ କାର୍ଯ୍ୟକ୍ରମ କରି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ପ୍ରୟାସ ଆରମ୍ଭ କରିଛି ଦଳ । ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଆଣି ବିଶାଳ ଜନସମାବେଶ କରିବାକୁ ପ୍ରସ୍ତୁତି ଚାଲିଛି ବୋଲି ଗତକାଲି (ଶୁକ୍ରବାର) ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।