୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
୨୦୨୩-୨୪ ବର୍ଷ ଲାଗି ଉମାକାନ୍ତ ଖଡୀରତ୍ନଙ୍କ ଅସଲି ଖଡୀରତ୍ନ ପଞ୍ଜିକା ପ୍ରକାଶ ପାଇଛି।
୨୦୨୩-୨୪ ବର୍ଷ ଲାଗି ଉମାକାନ୍ତ ଖଡୀରତ୍ନଙ୍କ ଅସଲି ଖଡୀରତ୍ନ ପଞ୍ଜିକା ପ୍ରକାଶ ପାଇଛି। ୧୮୬୫ ମସିହାରେ ପ୍ରତିଷ୍ଠିତ ହୋଇଥିବା ଏହି ପାଞ୍ଜି ଓଡ଼ିଶାର ଅନ୍ୟତମ ପୁରାତନ ପାଞ୍ଜି ଭାବରେ ବେଶ୍ ଜଣାଶୁଣା। ସଂପ୍ରତି ଉମାକାନ୍ତ ଖଡ଼ୀରତ୍ନଙ୍କ ଦୁଇ ସୁପୁତ୍ର ଇଂ.ପ୍ରିୟଦର୍ଶୀ ଖଡ଼ୀରତ୍ନ ଓ ଇଂ. ଦେବଦର୍ଶୀ ଖଡ଼ୀରତ୍ନ ଏହାର ସଂପାଦନା କରୁଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।