Loading...

ଖୁବ୍‌ଶୀଘ୍ର ଡେବ୍ୟୁ କରିବାକୁ ଯାଉଛନ୍ତି ଶାହାରୁଖ୍‌ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌

ଖୁବ୍‌ଶୀଘ୍ର ଡେବ୍ୟୁ କରିବାକୁ ଯାଉଛନ୍ତି ଶାହାରୁଖ୍‌ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌

ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌। ଏଥରକ ଚର୍ଚ୍ଚାରେ ଆସିବାର କାରଣ ହେଉଛି ତାଙ୍କ ଡେବ୍ୟୁ। ତେବେ ଶାହାରୁଖ ପୂର୍ବରୁ ହିଁ କହିସାରିଛନ୍ତି ଯେ ଆର୍ଯ୍ୟନ୍‌ଙ୍କୁ ଆକ୍ଟିଂରେ ଆଦୌ ଆଗ୍ରହ ନାହିଁ।

ଆଇପିଏଲ ନିଲାମୀରେ ନଜର ଆସିଲେ ଆର୍ଯ୍ୟନ ଖାନ

ଆଇପିଏଲ ନିଲାମୀରେ ନଜର ଆସିଲେ ଆର୍ଯ୍ୟନ ଖାନ

ଆଇପିଏଲ୍ ମେଗା ଅକ୍ସନ୍ ୨୦୨୨ ପୂର୍ବରୁ ଶୁକ୍ରବାର ଦିନ ପ୍ରି-ଆଇପିଏଲ୍ ନିଲାମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ସମୟରେ କୋଲକାତା ନାଇଟ୍ ରାଇର୍ଡସ୍ ତରଫରୁ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନ୍ ଓ ଝିଅ ସୁହାନା ଖାନଙ୍କୁ ସ୍ପଟ୍ କରାଯାଇଥିଲା ।

ଆର୍ୟନଙ୍କୁ ମିଳିଲାନି ଜାମିନ

ଆର୍ୟନଙ୍କୁ ମିଳିଲାନି ଜାମିନ

ଆଜି ଆରୟନଙ୍କୁ ଜାମିନ ମିଳିଯିବ ବୋଲି ଆଶା କରାଯାଉଥିବା ବେଳେ ଏନସିବି ଓ ଆରୟନଙ୍କ ଓକିଲଙ୍କ ଯୁକ୍ତି ଶୁଣିବା ପରେ ଅକ୍ଟୋବର ୨୦ପର୍ଯ୍ୟନ୍ତ ରାୟ ସଂରକ୍ଷିତ ରଖିଛନ୍ତି ବିଚାରପତି ଭିଭି ପାଟିଲ।