Loading...

ହ୍ୟୁମାନ ଓ ପତ୍ନୀ ଶ୍ରୀୟାଙ୍କ ମଧ୍ୟରେ ପାରିବାରିକ ବିବାବ, ଆଜି ନୁହେଁ ୩୦ ତାରିଖରେ ହେବ କାଉସିଲିଂ

ହ୍ୟୁମାନ ଓ ପତ୍ନୀ ଶ୍ରୀୟାଙ୍କ ମଧ୍ୟରେ ପାରିବାରିକ ବିବାବ, ଆଜି ନୁହେଁ ୩୦ ତାରିଖରେ ହେବ କାଉସିଲିଂ

ଆଜି ମହିଳା ଥାନାକୁ ଆସିବେ ନାହିଁ ହ୍ୟୁମାନ ସାଗର। ସୂଚନା ମୁତାବକ ଗତ ଗୁରୁବାର ଦିନ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର କଟକ ମହିଳା ଥାନାକୁ ଆସିଥିଲେ କାଉସିଲିଂ ପାଇଁ। ଶ୍ରୀୟା ୨ ଦିନ ସମୟ ନେଇଥିଲେ ।