Loading...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେବେନି ତଳକୋର୍ଟ

ମାହାଙ୍ଗା ଡବଲ ମର୍ଡର ମାମଲା:  ପ୍ରତାପ ଜେନାଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେବେନି ତଳକୋର୍ଟ

ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ଉକ୍ତମାମଲାରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌ ଲଗାଇଛନ୍ତି ।

ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ଉକ୍ତମାମଲାରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌ ଲଗାଇଛନ୍ତି । ଏନେଇ ସାଲେପୁର JMFC କୋର୍ଟଙ୍କୁ ରେକର୍ଡ ତଲବ କରିଛନ୍ତି ହାଇକୋର୍ଟ । ଆସନ୍ତା ଡିସେମ୍ବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ସୂଚନା ଦିଆଯାଇଛି ।

ସୂଚନାନୁସାରେ, ମାହାଙ୍ଗା ଡବଲ ମର୍ଡର ମାମଲାରେ ଗତ ୩୧ ତାରିଖ ହାଇକୋର୍ଟ ଯାଇଥିଲେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସାଲେପୁର JMFCଙ୍କ ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପ୍ରତାପ ଜେନା ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.