ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ଉଭୟ ବିଜେପି ଓ କଂଗ୍ରେସ ନିଜ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତେବେ ବିଜେଡି ପକ୍ଷରୁ ପ୍ରାର୍ଥୀ ଚୟନ ଚୂଡ଼ାନ୍ତ ହୋଇନାହିଁ। ବିଜେଡିର ଏକାଧିକ ଆଶାୟୀ ଥିବାରୁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ବିଳମ୍ବିତ ହେଉଥିବା କୁହାଯାଉଛି।

ବିଜେଡି ବିଧାୟକ ବିଜୟରଞନ ସିଂ ବରିହାଙ୍କ ପରଲୋକ ପରେ ଖାଲି ପଡ଼ିଥିବା ପଦ୍ମପୁରରେ ଆସନ୍ତା ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ହେବାକୁ ଯାଉଛି। ପ୍ରଦୀପ ପୁରୋହିତ ବିଜେପିରୁ ପ୍ରାର୍ଥୀ ହେବେ ବୋଲି ଆଜି ବିଧିବଦ୍ଧ ଘୋଷଣା ହୋଇଛି। ସେହିଭଳି କଂଗ୍ରେସ ପକ୍ଷରୁ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରାଯାଇଛି। ୨୦୧୪ରେ ପୁରୋହିତ ଏହି ଆସନରେ ବିଜୟୀ ହୋଇଥିଲେ ମଧ୍ୟ ୨୦୧୯ରେ ବରିହାଙ୍କ ଠାରୁ ୫ ହଜାରରୁ ଅଧିକ ଭୋଟରେ ପରାସ୍ତ ହୋଇଥିଲେ। ଏହି ଆସନରୁ ତିନି ଥର ବିଧାୟକ ରହିଥିବା ସତ୍ୟଭୂଷଣ ସାହୁ ୨୦୧୯ରେ ନିର୍ବାଚନ ଲଢ଼ିଥିଲେ ମଧ୍ୟ ହାରିଯାଇଥିଲେ। ସେ ତୃତୀୟ ସ୍ଥାନରେ ରହିଥିଲେ। ବରିହା ୮୩ ହଜାର ୨୯୯ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ପୁରୋହିତ ୭୭ ହଜାର ୫୫ ଏବଂ ସାହୁ ୩୨ ହଜାର ୭୮୭ ଭୋଟ ପାଇଥିଲେ।ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସ ଓ ବିଜେପି ଶିବିରରେ ପ୍ରଚାର ରଣନୀତି ଜୋର୍ ଧରିଛି। ସେମାନେ ଏଥର ଜିତିବେ ବୋଲି ଉଭୟ କଂଗ୍ରେସ ଏବଂ ବିଜେପି ଆଶାବାଦୀ ଅଛନ୍ତି। ବିଜେଡି ପ୍ରାର୍ଥୀ ଘୋଷଣା କରିନଥିଲେ ବି ଦଳ ଯେପରି ପଦ୍ମପୁର ଆସନ ବଜାୟ ରଖିବ ସେନେଇ ଦଳୀୟ ନେତାମାନେ ସେଠାରେ ଡେରା ପକାଇଛନ୍ତି।
ସୂଚନାଯୋଗ୍ୟ ଯେ ଗତ ୧୦ତାରିଖରୁ ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ନଭେମ୍ବର ୧୭ରେ ନାମାଙ୍କନପତ୍ର ଦାଖଲ ଶେଷ ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।