ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଘୋଷଣା ହୋଇଛି ସମ୍ମାନଜନକ ପଦ୍ମ ପୁରସ୍କାର । ୭ଜଣ ଓଡ଼ିଆଙ୍କୁ ମିଳିବ ପଦ୍ମ ପୁରସ୍କାର । ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ ।
ଘୋଷଣା ହୋଇଛି ସମ୍ମାନଜନକ ପଦ୍ମ ପୁରସ୍କାର । ୭ଜଣ ଓଡ଼ିଆଙ୍କୁ ମିଳିବ ପଦ୍ମ ପୁରସ୍କାର । ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ । ପାରା ଆଥଲେଟ୍ ପ୍ରମୋଦ ଭଗତ ପାଇବେ ପଦ୍ମଶ୍ରୀ ପୁରସ୍କାର । ସେହିପରି ବିଜ୍ଞାନ ଏବଂ ଇଞ୍ଜିନିୟରିଂ ପାଇଁ ଆଦିତ୍ୟ ପ୍ରସାଦ ଦାସଙ୍କୁ ପଦ୍ମଶ୍ରୀ ପୁରସ୍କାର, କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ ପୁରସ୍କାର, ସମାଜସେବା ପାଇଁ ବାବା ବଳିଆଙ୍କୁ ପଦ୍ମଶ୍ରୀ ପୁରସ୍କାର ଏବଂ ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ । ସିଭିଲ୍ ସର୍ଭିସ ପାଇଁ ସ୍ୱର୍ଗତ ଗୁରୁପ୍ରସାଦ ମହାପାତ୍ରଙ୍କୁ ମିଳିବ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ।
ସୁନା ପୁଅ ପ୍ରମୋଦ ଭଗତ ପାଇବେ ପଦ୍ମଶ୍ରୀ ପୁରସ୍କାର । ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର । ଗତ ପାରା ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ସୁନା ପଦକ ଜିତିଥିଲେ ସୁନା ପୁଅ ପ୍ରମୋଦ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।