EnewsOdia.Com

ପାକିସ୍ତାନର ତେଜ୍‌ଗାମ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ ଲାଗି ୧୬ ଯାତ୍ରୀ ମୃତ, ୧୩ ଆହତ

ଗୁରୁବାର ପ୍ରତ୍ୟୁଷରେ ପାକିସ୍ତାନର ଲିଆକତ୍‌ପୁର ଅନ୍ତର୍ଗତ ରହିମ ୟାର୍‌ ଖାଁ ନିକଟରେ ଗୋଟାଏ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ ଲାଗିଯିବାରୁ ଅନ୍ୟୂନ ୧୬ ଜଣ ଲୋକଙ୍କର ମୃତ୍ୟୁ ଘଟିବା ସହ ଅନ୍ୟ ୧୩ ଜଣ ଆହତ ହୋଇଥିବା କଥା ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ କରିଛି। ଘଟଣାଟି ପାହାନ୍ତା ପୂର୍ବରୁ ଘଟିଛି।

କରାଚିରୁ ଲାହୋର ଅଭିମୁଖେ ଯାତ୍ରା କରୁଥିବା କରାଚି-ରାଓ୍ଵଲପିଣ୍ଡି ତେଜ୍‌ଗାମ ଏକ୍ସପ୍ରେସ୍‌ର ୩ଟି ବଗିରେ ନିଆଁ ଲାଗିଯାଇଥିଲା। ଆହତମାନଙ୍କୁ ଆଖପାଖର ଡାକ୍ତରଖାନାକୁ ନିଆ ଯାଇଛି।

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆଗେଇ ଚାଲିଛି।

ପଢନ୍ତୁ: ଭାରତ ମାନଚିତ୍ରରୁ ଲିଭିଲା ଜାମ୍ମୁକାଶ୍ମୀର ରାଜ୍ୟର ଭୂଗୋଳ

 

ସମ୍ବନ୍ଧିତ ଖବର

ପୁଣି ବଢିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର ଦାମ

Ratnamani Maharana

ଅନ୍‌ଲାଇନ୍‌ରେ ୨୦୦୦ ଟଙ୍କାରେ ବିକ୍ରି ହେଉଛି କ୍ରେଡିଟ୍‌ କାର୍ଡ ଓ ଡେବିଟ୍‌ କାର୍ଡର ତଥ୍ୟ

Ratnamani Maharana

ଆଜିର ଦିନରେ ବନ୍ଦ ହୋଇଥିଲା ପୁରୁଣା ୫ଶହ ଓ ହଜାରେ ଟଙ୍କିଆ ନୋଟ ପ୍ରଚଳନ

Ratnamani Maharana

ନୂଆ ରୂପରେ ହେବ କଟକ ଐତିହାସିକ ବାଲିଯାତ୍ରା

Ratnamani Maharana

ନଗଡ଼ାରେ ବଦଳୁନି ଭୋକର ଭୂଗୋଳ : ଏବେ ବି ଭାତ,ଲୁଣ,ଶାଗରେ ବଞ୍ଚିଛି ଜୀବନ

Ratnamani Maharana

ବଲିଉଡ୍ ଅଭିନେତା ସଲମାନ୍ ଖାନ୍ ଙ୍କ ଘରେ କ୍ରାଇମ୍ ବ୍ରାଞ୍ଚ୍

Ratnamani Maharana