Loading...

ସରିଛି ପ୍ରାର୍ଥୀପତ୍ର ଯାଞ୍ଚ, ଆଜି ପ୍ରକାଶ ପାଇବ ଚୂଡାନ୍ତ ତାଲିକା

ସରିଛି ପ୍ରାର୍ଥୀପତ୍ର ଯାଞ୍ଚ, ଆଜି ପ୍ରକାଶ ପାଇବ ଚୂଡାନ୍ତ ତାଲିକା

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଯାଞ୍ଚ ସରିଛି। ଆଜି ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଯାଞ୍ଚ ସରିଛି। ଆଜି ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ଏହାସହ ଆଜିଠୁ ହୋଇପାରିବ ନାମାଙ୍କନ ପ୍ରତ୍ୟାହାର । ୨୩ରୁ ୨୫ତାରିଖ ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ। ୨୫ତାରିଖ ଅପରାହ୍ନରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଏହାପରେ ଜଣାପଡ଼ିବ ନିର୍ବାଚନ ମଇଦାନକୁ କେତେ ପ୍ରାର୍ଥୀ ଓହ୍ଲାଇଲେ। ଏହିଠାରୁ ହିଁ ପ୍ରଚାର ଜୋର୍ ଧରିବ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.