Loading...

ଆଜି ସରୁଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ଆଜି ସରୁଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ଆଉ ଗୋଟିଏ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ଭୋଟ । ଏହା ପୂର୍ବରୁ ଆଜି ସରିବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ।

ଆଉ ଗୋଟିଏ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ଭୋଟ । ଏହା ପୂର୍ବରୁ ଆଜି ସରିବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର । ଆଜି ସଂଧ୍ୟା 7ଟା ପୂର୍ବରୁ ବିଭିନ୍ନ ରାଜନୈତିକ ଦଳର ନେତା ମାନଙ୍କୁ ପ୍ରଚାର ମୈଦାନ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । କୋରୋନା କଟକଣାକୁ ଦୃଷ୍ଟିରେ ରଖି ନିର୍ବାଚନର ୩୬ ଘଣ୍ଟା ପୂର୍ବରୁ ପ୍ରଚାରରେ ବ୍ରେକ ଲଗାଯାଇଛି । ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ୧୬ ତାରିଖରେ ହେବାକୁ ଥିବା ବେଳେ ୩୦ ଜିଲ୍ଲା, ୭୧ ବ୍ଲକ,୨୦୦ ଜିଲ୍ଲା ପରିଷଦ,୧୬୬୯ ପଞ୍ଚାୟତ,୨୨ ହଜାର ୩୭୯ ୱାର୍ଡ ମେମ୍ବର୍ ପାଇଁ ହେବ ନିର୍ବାଚନ । ୬୭.୫୧ ଲକ୍ଷ ଭୋଟରଙ୍କ ହାତରେ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ । ମତଦାନ କେନ୍ଦ୍ରକୁ ମତଦାନ ବାକ୍ସ, ମତଦାନ ଟିମ ସୁରକ୍ଷା ମଧ୍ୟରେ ଯିବା ଆରମ୍ଭ ହୋଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.