ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
କଳ୍ପନାଜଳ୍ପନାରେ ହେଲା ଅନ୍ତ । ସବୁ ଆଶା ଓ ଆଶଙ୍କାରେ ପଡିଲା ପୂର୍ଣ୍ଣଚ୍ଛେଦ ।
କଳ୍ପନାଜଳ୍ପନାରେ ହେଲା ଅନ୍ତ । ସବୁ ଆଶା ଓ ଆଶଙ୍କାରେ ପଡିଲା ପୂର୍ଣ୍ଣଚ୍ଛେଦ । ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର । ଏକ ପ୍ରେସ୍ମିଟ୍ ଜରିଆରେ ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।
ନିର୍ବାଚନ କମିଶନରଙ୍କ ସୂଚନାଅନୁସାରେ, ଆଗାମୀ ଫେବୃଆରୀ ୧୬ରୁ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ । ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ତାରିଖ ଘୋଷଣା ହେବା ସହ ଆଜିଠୁ ଆଚରଣ ବିଧି ଲାଗୁ ହୋଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।