ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ । ଏପ୍ରିଲ ୬ ତାରିଖ ଯାଏଁ ଅଧିବେଶନ ଚାଲିବା ନେଇ ସୂଚନା ମିଳିଛି ।
ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ । ଏପ୍ରିଲ ୬ ତାରିଖ ଯାଏଁ ଅଧିବେଶନ ଚାଲିବା ନେଇ ସୂଚନା ମିଳିଛି । ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହକାର୍ଯ୍ୟ । ଲୋକସଭା ଓ ରାଜ୍ୟସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ଉଭୟ ଗୃହକୁ ପ୍ରଥମ ଥର ପାଇଁ ସମ୍ବୋଧନ କରିବେ ଦ୍ରୌପଦୀ ମୁର୍ମୁ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।