ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
Loading...
ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳି । ୨ ବର୍ଷର କୋଭିଡ କଟକଣା ପରେ ଚଳିତବର୍ଷ ଦୀପାବଳିରେ ବାଣ ବ୍ୟବସାୟ ହେବ । ଭୁବନେଶ୍ୱରରେ ବାଣ ବ୍ୟବସାୟ ପାଇଁ ବିଏମ୍ସି ପକ୍ଷରୁ ଦିଆଯିବ ଅନୁମତି।
ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳି । ୨ ବର୍ଷର କୋଭିଡ କଟକଣା ପରେ ଚଳିତବର୍ଷ ଦୀପାବଳିରେ ବାଣ ବ୍ୟବସାୟ ହେବ । ଭୁବନେଶ୍ୱରରେ ବାଣ ବ୍ୟବସାୟ ପାଇଁ ବିଏମ୍ସି ପକ୍ଷରୁ ଦିଆଯିବ ଅନୁମତି। ଅନୁମତି ପାଇବାରେ ବାଣ ବ୍ୟବସାୟ ପାଇଁ ଆବେଦନ କରିବାକୁ ଥିବା ବ୍ୟବସାୟୀ ମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ବିଏମ୍ସିର ୩ଟି ଜୋନ୍ର ଜୋନାଲ ଡ଼େପୁଟି କମିଶନରମାନଙ୍କୁ ଦିଆଯାଇଛି କ୍ଷମତା। ବିଏମ୍ସିର ମୋଟ ୬୭ଟି ୱାର୍ଡକୁ ୩ ଭାଗରେ ବିଭକ୍ତ କରାଯାଇ ଅନୁମତି ପ୍ରଦାନ କ୍ଷମତା ZDC ମାନଙ୍କୁ ଦିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।
ଆଗକୁ ବିଧାନସଭା ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ତିନି ଦଳ। କିଏ କାହା ଉପରେ ଦୋଷାରୋପ କରୁଛି ତ କିଏ କାହା କାମର ବାହାବାନେଇ ଏ ନିର୍ବାଚନ ପାରି ହେବାକୁ ନିଜକୁ ପ୍ରସ୍ତୁତ କରୁଛି ତେବେ ଏଥିମଧ୍ୟରେ ପୁଣି ଦୁଇ ବିଜେଡ଼ି ନେତାଙ୍କୁ ଦଳରୁ ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।