ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଓଡ଼ିଶା ସିନେ ଆର୍ଟିଷ୍ଟ ସଂଘ ସମେତ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପିଣ୍ଟୁଙ୍କ ପାଇଁ ଆର୍ଥିକ ସହାୟତା ରାଶି ମିଳିବାରେ ଲାଗିଛି। ଏହାସହ ଫ୍ୟାନ୍ସଙ୍କଠୁ ଆରମ୍ଭ କରି ଶୁଭାକାଂକ୍ଷୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ପିଣ୍ଟୁ ନନ୍ଦଙ୍କ ସହିତ ତାଙ୍କ ଭିଣୋଇ ଯିବାକୁ ଥିବା ବେଳେ ତା ପରଦିନ ପିଣ୍ଟୁଙ୍କ ଭାଇ ଓ ଦୁଇ ଜଣ ଡୋନର ଯିବେ ସୂଚନା ମିଳିଛି।
ଆଜି ସକାଳ ସକାଳ ୯ ଟା ୪୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।ଲିଭର୍ ସିରୋସିସ୍ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇ ଯକୃତ ପ୍ରତ୍ୟାରୋପଣ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଦିଲ୍ଲୀ ସ୍ଥିତ ଘରୋଇ ହସ୍ପିଟାଲ ILBSରେ ତାଙ୍କର ଚିକିତ୍ସା କରାଯିବ।
ଲିଭର୍ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଆବଶ୍ୟକ ରହିଛି। ଏନେଇ ଓଡ଼ିଶା ସିନେ ଆର୍ଟିଷ୍ଟ ସଂଘ ସମେତ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପିଣ୍ଟୁଙ୍କ ପାଇଁ ଆର୍ଥିକ ସହାୟତା ରାଶି ମିଳିବାରେ ଲାଗିଛି। ଏହାସହ ଫ୍ୟାନ୍ସଙ୍କଠୁ ଆରମ୍ଭ କରି ଶୁଭାକାଂକ୍ଷୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ପିଣ୍ଟୁ ନନ୍ଦଙ୍କ ସହିତ ତାଙ୍କ ଭିଣୋଇ ଯିବାକୁ ଥିବା ବେଳେ ତା ପରଦିନ ପିଣ୍ଟୁଙ୍କ ଭାଇ ଓ ଦୁଇ ଜଣ ଡୋନର ଯିବେ ସୂଚନା ମିଳିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।