30.1 C
Bhubaneswar
October 22, 2021
EnewsOdia.Com
ନ୍ୟୁଜ୍

୩୦ ଯାଏ ବୃଦ୍ଧି ହେଲା ଯୁକ୍ତ୩ ନାମଲେଖା ଅବଧି

ସୋମବାର ‘ଭାରତ ବନ୍ଦ’କୁ ଦୃଷ୍ଟିରେ ରଖି ୨୦୨୧-୨୨ ଶିକ୍ଷାବର୍ଷର ଯୁକ୍ତ୩ ତଥା ସ୍ନାତକ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ନାମଲେଖା ସମୟ ଅବଧିକୁ ବୃଦ୍ଧି କରାଯାଇଛି। ଦ୍ବିତୀୟ ପର୍ଯ୍ୟାୟରେ ଯୋଗ୍ୟବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ୩୦ ତାରିଖ ଅପରାହ୍‌ଣ ୫ଟା ପର୍ଯ୍ୟନ୍ତ ଚାଲିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ଘୋଷଣା କରାଯାଇଛି।

ପଢନ୍ତୁ: ଆଜି ଓଡ଼ିଶାରେ ୧୦ ଘଣ୍ଟିଆ ଭାରତ ବନ୍ଦ

Related posts

ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

Ratnamani Maharana

ନିର୍ଭୟା ମାମଲାରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ

Ratnamani Maharana

ଆସନ୍ତାକାଲି ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More