ଯାତ୍ରା ଅଭିନେତ୍ରୀ ନିଶା ଅଳ୍ପ ସମୟ କଲେ ଷ୍ଟେଜ୍ ସୋ, ତାତିଲେ ଲୋକ
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
Loading...
ମେ’ ଶେଷ ସପ୍ତାହରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପ୍ରାୟ ୧ ଲକ୍ଷ ୩୦ ହଜାର ପରୀକ୍ଷାର୍ଥୀଙ୍କ ଫଳ ପ୍ରକାଶ ପାଇବ।
ମେ’ ଶେଷ ସପ୍ତାହରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପ୍ରାୟ ୧ ଲକ୍ଷ ୩୦ ହଜାର ପରୀକ୍ଷାର୍ଥୀଙ୍କ ଫଳ ପ୍ରକାଶ ପାଇବ। କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ସାମାନ୍ୟ ବିଳମ୍ବ ହେବ। ଜୁନ୍ ୧୦ ତାରିଖ ସୁଦ୍ଧା ଉକ୍ତ ଦୁଇ ବିଭାଗର ଫଳ ପ୍ରକାଶ ପାଇବ ବୋଲି ପରିଷଦର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।ଧାର୍ଯ୍ୟ ସମୟର ୧୦ ଦିନ ବିଳମ୍ବରେ ଖାତାଦେଖା ସରିଛି।ମୂଲ୍ୟାୟନ ଶେଷ ହେବା ପରେ ପରିଷଦ କର୍ତ୍ତୃପକ୍ଷ ଏବେ ପରୀକ୍ଷା ଫଳ ପ୍ରକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।
ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ନିର୍ବନ୍ଧ କରିଥିବା ନେଇ ଚର୍ଚ୍ଚା ହେଉଛି।