ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
୨୦୨୩ ମସିହାରେ ଅନୁଷ୍ଠିତ ହେବାକୁ ଥିବା ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଆସନ୍ତା ୧୪ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
୨୦୨୩ ମସିହାରେ ଅନୁଷ୍ଠିତ ହେବାକୁ ଥିବା ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଆସନ୍ତା ୧୪ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୯ ମଧ୍ୟରେ ବିନା ଜରିମାନାରେ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ। ୨୧ରୁ ୨୩ ତାରିଖ ମଧ୍ୟରେ ଫି’ ଦାଖଲ କରିବେ। ନଭେମ୍ବର ୨୧ରୁ ୨୬ ମଧ୍ୟରେ ଶହେ ଟଙ୍କା ଜରିମାନା ଏବଂ ୨୮ରୁ ୩୦ ମଧ୍ୟରେ ୪୫୦ ଟଙ୍କା ଜରିମାନା ଦେଇ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ।ଯେଉଁମାନେ ୧୦୦ ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିବେ ସେମାନେ ୨୮ରୁ ୩୦ ଓ ୪୫୦ ଟଙ୍କା ଜରିମାନା ଦେଇଥିବା ଛାତ୍ରଛାତ୍ରୀ ଡିସେମ୍ବର ୧ରୁ ୩ ମଧ୍ୟରେ ଫି’ ଦାଖଲ କରିବେ। ଫର୍ମ ପୂରଣ ବାବଦରେ ଛାତ୍ରଛାତ୍ରୀଙ୍କୁ ୫୨୦ ଟଙ୍କା ଦେବାକୁ ପଡ଼ିବ। ଏଥିସହ ପ୍ରାକ୍ଟିକାଲ ଲାଗି ପେପର୍ ପିଛା ୪୦ ଟଙ୍କା ଫି’ ଦେବାକୁ ହେବ। କଲେଜର ସାମ୍ସ ପୋର୍ଟାଲ ଜରିଆରେ କର୍ତ୍ତୃପକ୍ଷ ପିଲାଙ୍କ ଫର୍ମ ପୂରଣ କରିବେ। ଆବଶ୍ୟକୀୟ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଆଜି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି। ଏଥିସହ ଫର୍ମ ପୂରଣ ନେଇ ଗାଇଡ୍ଲାଇନ୍ ବି ଜାରି ହୋଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।