POLITICALS

୫ ପ୍ରଭାବଶାଳୀ ମନ୍ତ୍ରୀଙ୍କୁ ନେଇ ଗଠିତ ହେଲା ପ୍ରତିରକ୍ଷା କ୍ୟାବିନେଟ କମିଟି

Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ  ୨.୦ କ୍ୟାବିନେଟର ଅତ୍ୟନ୍ତ ପ୍ରଭାବଶାଳୀ ବିବେଚିତ ହେଉଥିବା ୫ ଜଣ ସଦସ୍ୟଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଆଜି ନିଜର ଉଚ୍ଚ କ୍ଷମତା ସଂପନ୍ନ ପ୍ରତିରକ୍ଷା କ୍ୟାବିନେଟ କମିଟି ବା କ୍ୟାବିନେଟ କମିଟି ଅନ୍‌ ସିକ୍ୟୁରିଟି (ସିସିଏସ୍‌) ଗଠନ କରିଛନ୍ତି। ଏହି ପ୍ରତିରକ୍ଷା କ୍ୟାବିନେଟ କମିଟିରେ ପ୍ରଧାନମନ୍ତ୍ରୀ ମୋଦି ନିଜେ ଅଧ୍ୟକ୍ଷ ରହିଥିବା ବେଳେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ଜାତୀୟ ସୁରକ୍ଷା ଉପଦେଷ୍ଟା ଅଜିତ୍‌ ଡୋଭାଲ୍‌ ପ୍ରମୁଖ ରହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧.୦ ଶାସନ କାଳରେ ବି ମୋଦିଙ୍କ ଅତ୍ୟନ୍ତ ବିଶ୍ୱସ୍ତ ଥିବା ଅଜିତ୍‌ ଡୋଭାଲ୍‌ଙ୍କୁ ଜାତୀୟ ସୁରକ୍ଷା ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଥିଲା।

ପଢନ୍ତୁ: ଇଦ୍‌ ଅବସରରେ ନମାଜ ପଢ଼ୁଥିବା ବେଳେ ଚଢ଼ିଗଲା କାର୍‌

Related posts

ମିରଟରୁ ନିର୍ବାଚନୀ ପ୍ରଚାର ଆରମ୍ଭ କଲେ ମୋଦି

Ratnamani Moharana

ଭୋଟ ପାଇଁ ବୋଟରେ ଯାତ୍ରା କଲେ ପ୍ରିୟଙ୍କା ଗାନ୍ଧୀ

Ratnamani Moharana

ହିମାଚଳ ପ୍ରଦେଶରେ ମତଦାନ ରେ ଆଶାଠାରୁ ଅଧିକ ଫଳ, ସୃଷ୍ଟିକଲା ରେକର୍ଡ

ENO Beuro

Leave a Comment