Loading...

ଆଜି ବର୍ଷର ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମ, ମନ କଥା କହିବେ ମୋଦି

ଆଜି ବର୍ଷର ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମ, ମନ କଥା କହିବେ ମୋଦି

ଆଜି ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ । ଏହା ବର୍ଷ 2023ରେ ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମ । ପ୍ରଧାନମନ୍ତ୍ରୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ମନ୍ କି ବାତ୍ ଆଜି(ରବିବାର) 97ତମ ସଂସ୍କରଣ ।

ଆଜି ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ । ଏହା ବର୍ଷ 2023ରେ ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମ । ପ୍ରଧାନମନ୍ତ୍ରୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ମନ୍ କି ବାତ୍ ଆଜି(ରବିବାର) 97ତମ ସଂସ୍କରଣ । ପୂର୍ବାହ୍ନ 11ଟାରେ ଦେଶବାସୀ ମନ୍ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ସମ୍ବୋଧିକ କରିବେ ପ୍ରଧାନମନ୍ତ୍ରୀ । ଏହି କାର୍ଯ୍ୟକ୍ରମକୁ ଦେଶର କୋଣ ଅନୁକୋଣରୁ ଲୋକମାନେ ଶୁଣିଥାନ୍ତି । ଭାରତୀୟ ଜନତା ପାର୍ଟି ଦ୍ବାରା ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଏହି କାର୍ଯ୍ୟକ୍ରମକୁ ଶୁଣିବା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି ।2022 ଡିସେମ୍ବର 25 ତାରିଖରେ ବର୍ଷରେ ଶେଷ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମନ କଥା କହିଥିଲେ ମୋଦି । ଉକ୍ତ କାର୍ଯ୍ୟକ୍ରମରେ 2022ରେ ଦେଶ ସଫଳତା ବିଷୟରେ କହି କ୍ରୀଡା ଓ ପ୍ରତିରକ୍ଷା କ୍ଷେତ୍ରର ସଫଳତା ସୂଚନା ଦେବା ସହିତ ଜି-20 ଆୟୋଜନ ଅଧିକାର ମିଳିବା ବଡ ଆହ୍ବାନ ବୋଲି କହିଥିଲେ । 2022 ଏଧିକ ସ୍ବତନ୍ତ୍ର ବୋଲି କହିଥିଲେ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.