Loading...

ଆଜି ପ୍ରଧାନମନ୍ତ୍ରୀଙ୍କ ୯୪ତମ ମନ୍ କି ବାତ କାର୍ଯ୍ୟକ୍ରମ

ଆଜି ପ୍ରଧାନମନ୍ତ୍ରୀଙ୍କ ୯୪ତମ ମନ୍ କି ବାତ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ର ଆଜି (ରବିବାର) 94ତମ ସଂସ୍କରଣ (94th edition of Mann Ki Baat) । ପୂର୍ବାହ୍ନ 11ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ର ଆଜି (ରବିବାର) 94ତମ ସଂସ୍କରଣ (94th edition of Mann Ki Baat) । ପୂର୍ବାହ୍ନ 11ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି । ଏହି କାର୍ଯ୍ୟକ୍ରମକୁ ଦେଶର କୋଣ ଅନୁକୋଣରୁ ଲୋକମାନେ ଶୁଣିଥାନ୍ତି । ଭାରତୀୟ ଜନତା ପାର୍ଟି ଦ୍ବାରା ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଏହି କାର୍ଯ୍ୟକ୍ରମକୁ ଶୁଣିବା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି ।ଏହି କାର୍ଯ୍ୟକ୍ରମ ଅଲ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନରେ ପ୍ରସାରିତ ହେବ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓ ବହୁ ଦଳୀୟ କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଏକ ମାସିକ ରେଡିଓ କାର୍ଯ୍ୟକ୍ରମ । ଯାହା ପ୍ରତି ମାସ ଶେଷ ରବିବାର ପ୍ରସାରିତ ହୋଇଥାଏ । ୨୦୧୪ ଅକ୍ଟୋବର ୩ରେ ମନ୍ କି ବାତ୍‌ର ପ୍ରଥମ ଏପିସୋଡ ପ୍ରସାରିତ ହୋଇଥିଲା । ହିନ୍ଦୀ ଭାଷାରେ ମନ କି ବାତ୍ ପ୍ରସାରଣ ପରେ ତୁରନ୍ତ ଆକାଶବାଣୀ ଆଞ୍ଚଳିକ ଭାଷାରେ ମୋଦିଙ୍କ ମନର କଥାକୁ ପ୍ରସାରିତ କରିଥାଏ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.