ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ୟୁକ୍ରେନ ଉପରେ ଋଷିଆର ଆକ୍ରମଣ ୧୨ ଦିନରେ ପହଞ୍ଚିଛି । ୟୁକ୍ରେନର ସ୍ଥିତି ଅଣାୟତ ହୋଇପଡି ଥିବାବେଳେ ଋଷ ଆକ୍ରୋଷର ନିଆଁରେ ଜଳୁଛି ୟୁକ୍ରେନ । ଏହାରି ମଧ୍ୟରେ ଆଜି ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ୟୁକ୍ରେନ ଉପରେ ଋଷିଆର ଆକ୍ରମଣ ୧୨ ଦିନରେ ପହଞ୍ଚିଛି । ୟୁକ୍ରେନର ସ୍ଥିତି ଅଣାୟତ ହୋଇପଡି ଥିବାବେଳେ ଋଷ ଆକ୍ରୋଷର ନିଆଁରେ ଜଳୁଛି ୟୁକ୍ରେନ । ଏହାରି ମଧ୍ୟରେ ଆଜି ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫୋନରେ ୟୁକ୍ରେନର ରାଷ୍ଟ୍ରତିଙ୍କ ସହ ମୋଦିଙ୍କ ବାର୍ତ୍ତାଳପ ନେଇ ଏକ ବିଶେଷ ସୁତ୍ରରୁ ସୂଚନା ମିଳିଛି ।ୟୁକ୍ରେନର ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଜେଲେନସ୍କିଙ୍କ ସହ ଆଲୋଚନା କରିପାରନ୍ତି ମୋଦି । ଋଷର ପ୍ରବଳ ଆକ୍ରମଣରେ ୟୁକ୍ରେନ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେଠାରେ ସାଧାରଣ ଜନତା ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି । ଭାରତ ପକ୍ଷରୁ ମାନବୀୟ ସହାୟତା ସାମଗ୍ରୀ ପଠାଯିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମଧ୍ୟ ଗାଜିଆବାଦ ସ୍ଥିତ ହିଣ୍ଡନ ଏୟାର ବେସରୁ ଏହି ସହାୟତା ରାଶି 2 ସ୍ବତନ୍ତ୍ର ବିମାନରେ ପଠାଯାଇଥିଲା । ତେବେ ଗତକାଲି ଦ୍ବିତୀୟ ପର୍ଯ୍ୟାୟ ସହାୟତା ରାଶି ପଠାଇଛି ଭାରତ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।