Loading...

ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିବସ, ଦୀର୍ଘ ଓ ନିରାମୟ ଜୀବନ କାମନା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିବସ, ଦୀର୍ଘ ଓ ନିରାମୟ ଜୀବନ କାମନା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ବର୍ଷୀୟାନ୍‌ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

ଆଜି ବର୍ଷୀୟାନ୍‌ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେ, କେ. ସି. ବେଣୁଗୋପାଳ, ଶଶି ଥରୁର୍‌ ଏବଂ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ୍‌ ମଧ୍ୟ ସୋନିଆ ଗାନ୍ଧୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.