ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଚତୁର୍ଥ ଲହର ଚିନ୍ତା। ଦେଶର କୋଭିଡ ସ୍ଥିତି ନେଇ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେବେ ।
ଚତୁର୍ଥ ଲହର ଚିନ୍ତା। ଦେଶର କୋଭିଡ ସ୍ଥିତି ନେଇ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେବେ । ଦେଶରେ କୋଭିଡ କେସ ବଢ଼ୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସହ ଏ ନେଇ ଆଲୋଚନା ସହ ମତାମତ ନେବେ ମୋଦି । ବିଶ୍ୱର କିଛି ଦେଶରେ ମଧ୍ୟ ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ବଢୁଛି। ସାଂଘାଇରେ ସାଂଘାତିକ ସୃଷ୍ଟି ହୋଇଥିଲା। ଏ ସବୁକୁ ଦୃଷ୍ଟିରେ ରଖି ଭାରତ ସରକାର ଆଗୁଆ ସତର୍କ ହୋଇଛନ୍ତି । ପୂର୍ବରୁ ଓମିକ୍ରନ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକ କରିଥିଲେ। ସେପଟେ ଦେଶରେ ଗତ ୨୪ ଘଣ୍ଟାରେ ୨ ହଜାର ୪୮୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ଦିଲ୍ଲୀରୁ ଅଧା । ଜାତୀୟ ରାଜଧାନୀରେ ୧୦୧୧ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ହରିୟାଣାରେ ୪୭୦, କେରଳ ୨୯୦, ଉତ୍ତରପ୍ରଦେଶ ୨୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।