ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଶ୍ରୀମନ୍ଦିର ଭିତରକୁ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା। ଏନେଇ ପୁରୀ ଏସପି କଡ଼ା ନିର୍ଦେଶ ଦେଇଥିବା ଜଣାଯାଇଛି। ଆଜିଠାରୁ ଶ୍ରୀମନ୍ଦିର ଭିତରେ କର୍ତ୍ତବ୍ୟରତ ପୁଲିସଙ୍କ ସ୍ମାର୍ଟଫୋନ ବ୍ୟବହାର ଉପରେ ଲାଗିଛି କଟକଣା।
ଶ୍ରୀମନ୍ଦିର ଭିତରକୁ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା। ଏନେଇ ପୁରୀ ଏସପି କଡ଼ା ନିର୍ଦେଶ ଦେଇଥିବା ଜଣାଯାଇଛି। ଆଜିଠାରୁ ଶ୍ରୀମନ୍ଦିର ଭିତରେ କର୍ତ୍ତବ୍ୟରତ ପୁଲିସଙ୍କ ସ୍ମାର୍ଟଫୋନ ବ୍ୟବହାର ଉପରେ ଲାଗିଛି କଟକଣା। ପୂର୍ବରୁ ବିଭିନ୍ନ ସମୟରେ ଶ୍ରୀମନ୍ଦିର ଭିତରେ ମାଳମାଳ ସ୍ମାର୍ଟ ଫୋନ ପ୍ରବେଶକୁ ନେଇ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।ସ୍ମାର୍ଟ ଫୋନର ବ୍ୟବହାର ଯୋଗୁଁ ପୁଲିସ କର୍ମୀମାନେ ଡ୍ୟୁଟିରେ ଖିଲାପ କରୁଥିବା ମଧ୍ୟ ଅଭିଯୋଗ ହୋଇଥିଲା । ତେଣୁ ପୁରୀ ଏସପିଙ୍କ ନିର୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ଭିତରେ କାର୍ଯ୍ୟରତ ପୁଲିସ କର୍ମଚାରୀଙ୍କ ମୋବାଇଲ ବ୍ୟବହାର ଉପରେ କଟକଣା ଲାଗିଛି। ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ, ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଥିବା ବେଳେ ବିଶେଷ କାର୍ଯ୍ୟରେ ନିୟୋଜିତ ଏବଂ ଆପାତକାଳୀନ ସେବାରେ ନିଯୁକ୍ତି ଥିବା କିଛି ଅଧିକାରୀଙ୍କୁ ଏଥିରୁ ବାଦ୍ ଦିଆଯାଇଛି। ତେବେ ଅନ୍ୟ ସମସ୍ତ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।