ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କର ଆଜି ହେବ ଶେଷକୃତ୍ୟ
ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କର ଆଜି ହେବ ଶେଷକୃତ୍ୟ । ମଧ୍ୟପ୍ରଦେଶର ପୈତୃକ ଗାଁ ହୋସଙ୍ଗାବାଦରେ ଅନ୍ତିମ ସଂସ୍କାର କରାଯିବ । ଏହାପୂର୍ବରୁ ଦିଲ୍ଲୀ ସ୍ଥିତ ଘରେ ଶରଦଙ୍କର ଶେଷ ଦର୍ଶନ କରିଛନ୍ତି ବରିଷ୍ଠ ନେତା ଓ ବ୍ୟକ୍ତିବିଶେଷ ।