Loading...

ରାଜନୀତି

ହାଇଦ୍ରାବା‌ଦ ହସ୍ପିଟାଲରେ ଭର୍ତ୍ତି ହେଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ

ହାଇଦ୍ରାବା‌ଦ ହସ୍ପିଟାଲରେ ଭର୍ତ୍ତି ହେଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ରବିବାର ସକାଳେ ହାଇଦ୍ରାବା‌ଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସକାଳେ କେସିଆର ପେଟରେ ଯନ୍ତ୍ରଣା ଅନୁଭବ କରିବା ଫଳରେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଜିଠାରୁ ସଂସଦରେ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଆଜିଠାରୁ ସଂସଦରେ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଆଜିଠାରୁ ସଂସଦରେ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୩ରେ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ।

ଦିଲ୍ଲୀ ଇଡି ଅଫିସ୍‌ରେ କେ. କବିତା

ଦିଲ୍ଲୀ ଇଡି ଅଫିସ୍‌ରେ କେ. କବିତା

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡିରେ ହାଜର ହେଲେ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତା । ଆଜି ପୂର୍ବାହ୍ନରେ ଜାତୀୟ ରାଜଧାନୀର ତୁଗ୍‌ଲକ୍‌ ରୋଡ୍‌ରେ ଥିବା ବାପାଙ୍କ ସରକାରୀ ବାସଭବନରୁ ବାହାରି କଲୱାକୁନ୍ତଳା କବିତା ଏପିଜେ ଅବ୍ଦୁଲ୍‌ କଲାମ୍‌ ରୋଡ୍‌ସ୍ଥିତ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ର ମୁଖ୍ୟାଳୟରେ ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ପହଞ୍ଚିଥିଲେ।

ଲି ଛିୟାଙ୍ଗ ହେଲେ ଚୀନର ନୂଆ ପ୍ରଧାନମନ୍ତ୍ରୀ

ଲି ଛିୟାଙ୍ଗ ହେଲେ ଚୀନର ନୂଆ ପ୍ରଧାନମନ୍ତ୍ରୀ

ସି ଜିନପିଙ୍ଗ ଚୀନର ପୁଣିଥରେ ରାଷ୍ଟ୍ରପତି ହେବା ସହିତ ଏବେ ଚୀନରେ ଦେଖିବାକୁ ମିଳିଛି ନେତୃତ୍ୱର ପରିବର୍ତ୍ତନ । ଏହି କ୍ରମରେ ଲି ଛିୟାଙ୍ଗ ଚୀନର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି ।

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ

ମଦ ଦୁର୍ନୀତି ଅଭିଯୋଗ ରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି ଇଡି । ଦୁଇ ଦିନ ଧରି ଜେରା କରିବା ପରେ ମନି ଲଣ୍ଡ୍ରିଂ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି ।

>