କାଲି ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, କୋଟିଆ ଉପରେ ସମସ୍ତଙ୍କ ନଜର
ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ । ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ଭୋଟ୍ । ଭୋଟ୍ ପରିଚଳାନା ପାଇଁ ବୁଥ୍ ଅଭିମୁଖେ ପୁଲିଂ ପାର୍ଟି ।
Loading...
ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ । ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ଭୋଟ୍ । ଭୋଟ୍ ପରିଚଳାନା ପାଇଁ ବୁଥ୍ ଅଭିମୁଖେ ପୁଲିଂ ପାର୍ଟି ।
ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ଶେଷ ହୋଇଛି । ଆଜି ସକାଳ ୭ଟାରୁ ଭୋଟ ଭୋଟଗ୍ରହଣ ଆରମ୍ଭ ହୋଇଥିଲା ।
ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ । ୩୦ ଜିଲ୍ଲାର ୭୧ ବ୍ଲକ ଅନ୍ତର୍ଗତ ୨୦୦ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ନିଆଯାଉଛି ।
ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ୭୧ଟି ବ୍ଲକ୍ର ୨୦୦ ଜିଲ୍ଲା ପରିଷଦ ଜୋନ୍, ୧ ହଜାର ୬୬୯ ପଞ୍ଚାୟତ ଏବଂ ୨୨ହଜାର ୩୭୯ ଓ୍ୱାର୍ଡରେ ହେବ ମତଦାନ ହେବ।
ରାଞ୍ଚିର ସିବିଆଇ କୋର୍ଟ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଡୋରଣ୍ଡା ଟ୍ରେଜେରିରୁ ୧୩୯କୋଟି ଟଙ୍କା ବେଆଇନ ଉଠାଣ କରିଥିବା ମାମାଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଥମିଛି ପ୍ରଚାର । ରାତି ପାହିଲେ ଭୋଟ୍ । ୩୦ ଜିଲ୍ଲାର ୭୧ ବ୍ଲକରେ ୨୦୦ ଜିଲ୍ଲା ପରିଷଦ ଆସନ ପାଇଁ ମତଦାନ ହେବ ।
ଆଉ ଗୋଟିଏ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ଭୋଟ । ଏହା ପୂର୍ବରୁ ଆଜି ସରିବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ।