ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନୀଙ୍କ ପୁତୁରା ଭୂପିନ୍ଦର ସିଂ ହନୀଙ୍କୁ ଗିରଫ କଲା ଇଡି
ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ କଂଗ୍ରେସ ନେତୃତ୍ୱାଧୀନ ସରକାରଙ୍କୁ ବଡ଼ ଝଟ୍କା ଲାଗିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନୀଙ୍କ ପୁତୁରା ଭୂପିନ୍ଦର ସିଂ ହନୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଗିରଫ କରିଛି।