ଟିକାକରଣ ସାର୍ଟିଫିକେଟ୍ରୁ ହଟିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ
ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ କରୋନା ଟିକାକରଣ ସାର୍ଟିଫିକେଟ୍ରୁ ହଟିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ।
Loading...
ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ କରୋନା ଟିକାକରଣ ସାର୍ଟିଫିକେଟ୍ରୁ ହଟିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ।
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର୍ ତାଲିକା। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ ଚୂଡ଼ାନ୍ତ ତାଲିକାରେ ୯ ଲକ୍ଷ ୫୦ ହଜାର ୭୮୯ ନୂଆ ଭୋଟର୍ ସାମିଲ ହେଲେ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କରୋନା ପଜିଟିଭ । ପଜିଟିଭ ଚିହ୍ନଟ ନେଇ କେଜ୍ରିଓ୍ଵାଲ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ପାଖରେ କରୋନାର ସମାନ୍ୟ ଲକ୍ଷଣ ଦେଖାଦେଇଛି ।
ଆସନ୍ତାବର୍ଷ ପଞ୍ଜାବ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଏହାପୂର୍ବରୁ ଟାଇମ୍ସ ନାଓ ନବଭାରତ ପାଇଁ ଭେଟୋ ନାମକ ଗୋଟିଏ ସଂସ୍ଥା ଲୋକଙ୍କ ମତକୁ ନେଇ ସର୍ଭେ ରିପୋର୍ଟ ପ୍ରକାଶ କରିଛି।
ଓ୍ଵାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀଙ୍କ ପାଇଁ ଜାରି ହୋଇଛି ଚିହ୍ନ। ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି, ସରପଞ୍ଚଙ୍କ ପାଇଁ ୩୨ଟି ଓ ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ରହିଛି।
ଶସ୍ତା ହେବ ପେଟ୍ରୋଲ ଏବଂ ଡିଜେଲ ! ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ନୂଆ ବର୍ଷରେ ରାଜ୍ୟବାସୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ।
ଜାନୁଆରୀ ପହିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୧୦ କୋଟି ଚାଷୀଙ୍କୁ ପିଏମ୍-କିଷାନର ଦଶମ କିସ୍ତି ପ୍ରଦାନ କରିବେ ।
ରାଜ୍ୟ କଂଗ୍ରେସ ଭବନରେ ପୁଣି ହଙ୍ଗାମା। ଯୁବ କଂଗ୍ରେସ ସଭାପତିଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିବା ଦେଖିବାକୁ ମିଳିଛି ।