ଭୋଟ୍ ପାଇଁ ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ମିଳିବ ୩ ଦିନ ଛୁଟି
ଭୋଟ୍ ଗ୍ରହଣ ଦିନ ସବୈତନିକ ଛୁଟି ଘୋଷଣା ପାଇଁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ସବୈତନିକ ଛୁଟି ଘୋଷଣା ପାଇଁ ରାଜ୍ୟ ସରକାରଙ୍କୁ ଇସି ଜଣାଇଛନ୍ତି।
Loading...
ଭୋଟ୍ ଗ୍ରହଣ ଦିନ ସବୈତନିକ ଛୁଟି ଘୋଷଣା ପାଇଁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ସବୈତନିକ ଛୁଟି ଘୋଷଣା ପାଇଁ ରାଜ୍ୟ ସରକାରଙ୍କୁ ଇସି ଜଣାଇଛନ୍ତି।
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ଦିନରେ ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି।
ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସବୁବେଳେ ନିଜ ଭାଷଣ ଜରିଆରେ ଲୋକଙ୍କ ମନ କିଣି ନେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେଲିପ୍ରମ୍ପଟର ବିନା ପଦେ ବି କହିପପାରିବେନି ବୋଲି ଦାବି କରିଛନ୍ତି କଂଗ୍ରେସ ନେତା ରାହୁଲ୍ ଗାନ୍ଧୀ।
ପଞ୍ଚାୟତ ନିର୍ବାଚନରେ ନିୟୋଜିତ ଅଧିକାରୀଙ୍କ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା।
ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଠାରୁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ ।
କେତେ ଗଣନା, କେତେ ଫନ୍ଦିଫିକର । ଗୋଟିଏ ପଟେ ଡିଜିଟାଲ କ୍ୟାମ୍ପେନ୍ ଅନ୍ୟପଟେ ପ୍ରାର୍ଥୀ ଚୟନର ଗୋଲକ ଧନ୍ଦା ।
ସାଧାରଣତନ୍ତ୍ର ଦିବସ ପରେଡରେ ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଆଲୋକିତ କରିବା ପାଇଁ ପଶ୍ଚିମବଙ୍ଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପ୍ରଜ୍ଞାପନ ମେଢ଼କୁ ବାଦ୍ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।