ମୁଡ୍ ଅଫ୍ ଦି ନେସନ ପୋଲରେ ପୁଣି ଶୀର୍ଷରେ ନବୀନ
ନବୀନ ପୁଣି ନଂ ୧। ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପୁଣି ଏକ ନଂ ସ୍ଥାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ- ସି ଭୋଟର ମୁଡ୍ ଅଫ୍ ଦି ନେସନ ପୋଲରେ ପୁଣି ଶୀର୍ଷ ସ୍ଥାନରେ ନବୀନ।