ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ପ୍ରକାଶ ପାଇବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବାକୁ ଥିବା ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା । ୯ଲକ୍ଷ ୫୯ ହଜାର ପରିବାରକୁ ମିଳିବ ଘର । ଆଗାମୀ ଦିନରେ ଗ୍ରାମାଞ୍ଚଳରେ ଆଉ ୮ ଲକ୍ଷ ୧୭ ହଜାର ହିତାଧିକାରୀଙ୍କୁ ଆବାସ ଯୋଜନାରେ ମିଳିବ ଘର ।
ଆଜି ପ୍ରକାଶ ପାଇବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବାକୁ ଥିବା ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା । ୯ଲକ୍ଷ ୫୯ ହଜାର ପରିବାରକୁ ମିଳିବ ଘର । ଆଗାମୀ ଦିନରେ ଗ୍ରାମାଞ୍ଚଳରେ ଆଉ ୮ ଲକ୍ଷ ୧୭ ହଜାର ହିତାଧିକାରୀଙ୍କୁ ଆବାସ ଯୋଜନାରେ ମିଳିବ ଘର । ଏହା ସହ ଫନି କ୍ଷତିଗ୍ରସ୍ତଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଆଉ ୧ ଲକ୍ଷ ୪୨ ହଜାର ହିତାଧିକାରୀଙ୍କୁ ଘର ମିଳିବାକୁ ଯାଉଛି । ଏନେଇ ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରି ସାରିଛନ୍ତି ସରକାର । ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା ପଞ୍ଚାୟତ କାର୍ଯ୍ୟାଳୟ, ସ୍କୁଲ, ଅଙ୍ଗନୱାଡି ସେଣ୍ଟର ଏବଂ ଗାଁର ପ୍ରମୁଖ ସ୍ଥାନରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦର୍ଶିତ କରାଯିବ । ଜାନୁଆରୀ ୧୬ ତାରିଖରୁ ଜାନୁଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏହା ପ୍ରଦର୍ଶିତ ହେବ ।
ଯଦି ତାଲିକାରେ କୌଣସି ଅଯୋଗ୍ୟ ପରିବାରର ନାଁ ରହିଛି ତେବେ ଜନସଧାରଣ ସେହି ନିର୍ଦ୍ଦିଷ୍ଟ ପରିବାର ବିରୋଧରେ ଅଅଭିଯୋଗ ଦାଖଲ କରି ପାରିବେ । ମିଳିଥିବା ଅଭିଯୋଗର ତଦନ୍ତ କରାଯିବ ଏବଂ ଅଯୋଗ୍ୟ ପରିବାରଙ୍କ ନାଁ କଟାଯିବ । ଏହା ପରେ ଯୋଗ୍ୟ ପରିବାରଙ୍କ ନାଁ ଅନୁମୋଦନ ପାଇଁ ଗ୍ରାମସଭାକୁ ପଠାଯିବ। ଗ୍ରାମ ସଭାର ଅନୁମୋଦନ ପରେ ଯୋଗ୍ୟ ପରିବାରଙ୍କୁ ଗୃହ ନିର୍ମାଣ କାର୍ଯ୍ୟାଦେଶ ଦିଆଯିବ
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।