EnewsOdia.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କହିଛନ୍ତି । ଏହାସହ ରାଜ୍ୟରେ କେନ୍ଦ୍ରୀୟ ଅନୁଦାନରେ ଏକ ଟୁଲ୍ ରୁମ୍ ସେଣ୍ଟର କରିବାକୁ ପ୍ରସ୍ତାବ ଦିଆଯାଇଛି ବୋଲି ସେ କହିଛନ୍ତି । ଏଥିରେ ୨୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ସେ ସମ୍ପର୍କରେ ଆଲୋଚନା ହୋଇଛି ।

ଏହାସହ ୪ଟି ଜିଲ୍ଲାରେ ୪ଟି ଏକ୍ସଟେନସନ୍‌ ସେଣ୍ଟର କରାଯିବ । ୨୦ କୋଟି ଟଙ୍କା ବ୍ୟୟରେ ଏହି ସେଣ୍ଟର କରାଯିବ । ୪ଟି ଜିଲ୍ଲା ହେଉଛି କେନ୍ଦୁଝର, ବ୍ରହ୍ମପୁର, ବାଲେଶ୍ବର ଓ କଳାହାଣ୍ଡି । ପ୍ରତ୍ୟେକ ସେଣ୍ଟର ପାଇଁ ଜମି ଚିହ୍ନଟ ହୋଇଛି କିନ୍ତୁ ଆନୁସଙ୍ଗିକ ବ୍ୟବସ୍ଥା ପାଇଁ କାମ ଆଗେଇ ପାରେନି । ସେ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି ।

ପଢନ୍ତୁ: ଆପାର୍ଟମେଣ୍ଟରେ ରହି ପାର୍କିଂରୁ ବିକ୍ରି କରୁଥିଲା ଚୋରା ଗାଡ଼ି

ସମ୍ବନ୍ଧିତ ଖବର

ଅସଦୁଦ୍ଦିନ ଓୱେସୀଙ୍କ ବିରୋଧରେ ରାଷ୍ଟ୍ରଦ୍ରୋହ ମକଦ୍ଦମା ରୁଜ୍ଜୁ ଦାବି

Ratnamani Maharana

୨୦୨୧ ମସିହା ବେଳକୁ ଓଡ଼ିଶା ହେବ ଦେଶର ସବୁଠୁ ଉତ୍ତପ୍ତ ରାଜ୍ୟ

Ratnamani Maharana

ଲେଫ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନର୍ଭାନେ ହେବେ ଦେଶର ପରବର୍ତ୍ତୀ ସେନା ମୁଖ୍ୟ

Ratnamani Maharana

ଜେଲରେ ଲାଗିବ ମୋବାଇଲ ଫୋନ ଡିଟେକ୍ଟର

Ratnamani Maharana

୧ରୁ ଏକକ ଷାଣ୍ମାସିକ ପରୀକ୍ଷା, ଦୁଇଟି ସିଟିଂରେ ହେବ ପ୍ରଥମରୁ ୮ମ ଶ୍ରେଣୀ ପରୀକ୍ଷା

Ratnamani Maharana

ଆଜିଠୁ ଖଣ୍ଡଗିରିରେ ଯାତ୍ରା ମହାସମର

Ratnamani Maharana